ଏଷ୍ଟର 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଉତ୍ତାରୁ ରାଜାଙ୍କ ସେହି ବାକ୍ୟ ଓ ଆଜ୍ଞା ପ୍ରଚାରିତ ହୁଅନ୍ତେ, ଶୂଶନ୍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟର ହିଁ ରାଜପୁରୀକୁ ସ୍ତ୍ରୀରକ୍ଷକ ହେଗୟ ନିକଟକୁ ନିଆଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ଏଉତ୍ତାରୁ ରାଜାର ସେହି ବାକ୍ୟ ଓ ଆଜ୍ଞା ପ୍ରଚାରିତ ହୁଅନ୍ତେ, ଶୂଶନ୍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟର ହିଁ ରାଜପୁରୀକି ସ୍ତ୍ରୀରକ୍ଷକ ହେଗୟ ନିକଟକୁ ନିଆଗଲା। Gade chapit laଓଡିଆ ବାଇବେଲ8 ଏଉତ୍ତାରୁ ରାଜାଙ୍କ ସେହି ବାକ୍ୟ ଓ ଆଜ୍ଞା ପ୍ରଚାରିତ ହୁଅନ୍ତେ, ଶୂଶନ୍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟର ହିଁ ରାଜପୁରୀକୁ ସ୍ତ୍ରୀରକ୍ଷକ ହେଗୟ ନିକଟକୁ ନିଆଗଲା। Gade chapit laପବିତ୍ର ବାଇବଲ8 ଯେତେବେଳେ ରାଜାର ସେହି ବାକ୍ୟ ଓ ଆଜ୍ଞା ପ୍ରଗ୍ଭରିତ ହେଲା, ଶୂଶନ୍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟରକୁ ରାଜପୁରିକି ସ୍ତ୍ରୀ ରକ୍ଷକ ହେଗୟ ନିକଟକୁ ନିଆଗଲା। Gade chapit la |