ଏଷ୍ଟର 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହି ସକଳ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଉନ୍ନତ କରି ଉଚ୍ଚପଦାନ୍ୱିତ କଲେ, ଆଉ ତାହାଙ୍କ ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାହାଙ୍କୁ ଶ୍ରେଷ୍ଠ ଆସନ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏହି ସକଳ ଘଟନା ଉତ୍ତାରେ ଅକ୍ଷଶ୍ଵେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଉନ୍ନତ କରି ଉଚ୍ଚପଦାନ୍ଵିତ କଲା, ଆଉ ତାହାର ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ରେଷ୍ଠ ଆସନ ଦେଲା। Gade chapit laଓଡିଆ ବାଇବେଲ1 ଏହି ସକଳ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଉନ୍ନତ କରି ଉଚ୍ଚପଦାନ୍ୱିତ କଲେ, ଆଉ ତାହାଙ୍କ ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାହାଙ୍କୁ ଶ୍ରେଷ୍ଠ ଆସନ ଦେଲେ। Gade chapit laପବିତ୍ର ବାଇବଲ1 ଏହିସବୁ ଘଟଣା ପରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଉନ୍ନତ କରି ଉଚ୍ଚ ପଦାନ୍ୱିତ କଲା। ଆଉ ତାହାର ସଙ୍ଗେ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ରେଷ୍ଠ ଆସନ ଦେଲା। Gade chapit la |