ଏଷ୍ଟର 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 “ପୁଣି, ରାଜା ହାମନ୍କୁ କହିଲେ, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।” Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ରାଜା ହାମନ୍କୁ କହିଲା, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର। Gade chapit laଓଡିଆ ବାଇବେଲ11 “ପୁଣି, ରାଜା ହାମନ୍କୁ କହିଲେ, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।” Gade chapit laପବିତ୍ର ବାଇବଲ11 ପୁଣି ରାଜା ହାମନ୍କୁ କହିଲା, “ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା। ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।” Gade chapit la |
ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”
ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।