ଏଷ୍ଟର 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଉତ୍ତାରୁ ଏଷ୍ଟର ହଥକ୍କୁ ଏହି କଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲେ, ଯଥା, Gade chapit laପବିତ୍ର ବାଇବଲ (Re-edited) - (BSI)10 ଏଉତ୍ତାରୁ ଏଷ୍ଟର ହଥକ୍କୁ ଏହି କଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲା, ଯଥା, Gade chapit laଓଡିଆ ବାଇବେଲ10 ଏଉତ୍ତାରୁ ଏଷ୍ଟର ହଥକ୍କୁ ଏହି କଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲେ, ଯଥା, Gade chapit laପବିତ୍ର ବାଇବଲ10 ଏହା ପରେ ଏଷ୍ଟର ହଥକକୁ ଏହିକଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲା। Gade chapit la |
“ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”