Biblia Todo Logo
Bib sou entènèt

- Piblisite -




ଏଷ୍ଟର 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନେ ଏଷ୍ଟରଙ୍କ ଏହି କଥା ମର୍ଦ୍ଦଖୟଙ୍କୁ କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେମାନେ ଏଷ୍ଟରର ଏହି କଥା ମର୍ଦ୍ଦଖୟକୁ କହିଲେ।

Gade chapit la Kopi

ଓଡିଆ ବାଇବେଲ

12 ସେମାନେ ଏଷ୍ଟରଙ୍କ ଏହି କଥା ମର୍ଦ୍ଦଖୟଙ୍କୁ କହିଲେ।

Gade chapit la Kopi

ପବିତ୍ର ବାଇବଲ

12-13 ସେମାନେ ଏଷ୍ଟରର ଏହିକଥା ମର୍ଦ୍ଦଖୟକୁ କହିଲେ। ତେଣୁ ମର୍ଦ୍ଦଖୟ ଏଷ୍ଟରକୁ, ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲା, “ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜ ଗୃହରେ ଥିବାରୁ ସେ ରକ୍ଷା ପାଇବ, ଏହା ଭାବ ନାହିଁ।

Gade chapit la Kopi




ଏଷ୍ଟର 4:12
2 Referans Kwoze  

“ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”


ତେଣୁ ମର୍ଦ୍ଦଖୟ ଏଷ୍ଟରଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ, “ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜଗୃହରେ ଥିବାରୁ ଯେ ରକ୍ଷା ପାଇବ, ଏହା ମନରେ ଭାବ ନାହିଁ।


Swiv nou:

Piblisite


Piblisite