Biblia Todo Logo
Bib sou entènèt

- Piblisite -




ଏଷ୍ଟର 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତେଣୁ ମର୍ଦ୍ଦଖୟ ଏଷ୍ଟରଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ, “ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜଗୃହରେ ଥିବାରୁ ଯେ ରକ୍ଷା ପାଇବ, ଏହା ମନରେ ଭାବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତେଣୁ ମର୍ଦ୍ଦଖୟ ଏଷ୍ଟରକୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲା, ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜଗୃହରେ ଥିବାରୁ ଯେ ରକ୍ଷା ପାଇବ, ଏହା ମନରେ ନ ଭାବ।

Gade chapit la Kopi

ଓଡିଆ ବାଇବେଲ

13 ତେଣୁ ମର୍ଦ୍ଦଖୟ ଏଷ୍ଟରଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ, “ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜଗୃହରେ ଥିବାରୁ ଯେ ରକ୍ଷା ପାଇବ, ଏହା ମନରେ ଭାବ ନାହିଁ।

Gade chapit la Kopi




ଏଷ୍ଟର 4:13
7 Referans Kwoze  

କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ।


ଯେ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହଜଗତରେ ଘୃଣା କରେ, ସେ ତାହା ଅନନ୍ତ ଜୀବନ ନିମନ୍ତେ ରକ୍ଷା କରିବ।


ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର।


ସେମାନେ ଏଷ୍ଟରଙ୍କ ଏହି କଥା ମର୍ଦ୍ଦଖୟଙ୍କୁ କହିଲେ।


ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?”


Swiv nou:

Piblisite


Piblisite