ଏଷ୍ଟର 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?” Gade chapit laପବିତ୍ର ବାଇବଲ (Re-edited) - (BSI)14 ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ? Gade chapit laଓଡିଆ ବାଇବେଲ14 ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ ?” Gade chapit laପବିତ୍ର ବାଇବଲ14 ଯଦି ତୁମ୍ଭେ ଏହି ସମୟରେ ନୀରବ ହୋଇ ରୁହ, ତେବେ ଅନ୍ୟ ଏକ ସ୍ଥାନରୁ ଯିହୁଦୀୟମାନଙ୍କ ନିମନ୍ତେ ଉପଶମ ଓ ପରିତ୍ରାଣ ଆସିବ। କିନ୍ତୁ ତୁମ୍ଭେ ଏବଂ ତୁମ୍ଭର ପରିବାର ବିନାଶ ହେବ, କିଏ ଜାଣେ ତୁମ୍ଭେ ଏପରି ସମୟର ତୁମ୍ଭର ରାଜକୀୟ ସ୍ଥାନ ପାଇପାର?” Gade chapit la |
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।
ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”
କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।