ଏଷ୍ଟର 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଣୁ ଏଷ୍ଟରଙ୍କ ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାଙ୍କୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲେ; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାଙ୍କୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲେ, ମାତ୍ର ସେ ତାହା ଗ୍ରହଣ କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଏଣୁ ଏଷ୍ଟରର ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାକୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲା; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାକୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲା, ମାତ୍ର ସେ ତାହା ଗ୍ରହଣ କଲା ନାହିଁ। Gade chapit laଓଡିଆ ବାଇବେଲ4 ଏଣୁ ଏଷ୍ଟରଙ୍କ ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାଙ୍କୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲେ; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାଙ୍କୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲେ, ମାତ୍ର ସେ ତାହା ଗ୍ରହଣ କଲେ ନାହିଁ। Gade chapit laପବିତ୍ର ବାଇବଲ4 ଏଷ୍ଟରର ଦାସୀଗଣ ଓ ନପୁଂସକମାନେ ଆସି ମର୍ଦ୍ଦଖୟ ବିଷୟରେ ତାଙ୍କୁ ଜଣାଇଲେ। ତେଣୁ ରାଣୀ ଅତିଶୟ ବିଚଳିତ ହୋଇଗଲେ। ପୁଣି ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାକୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲା। ମାତ୍ର ସେ ତାହା ଗ୍ରହଣ କଲା ନାହିଁ। Gade chapit la |