ଏଷ୍ଟର 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କʼଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏଥିରେ ରାଜା ଦ୍ଵାରା ଏଷ୍ଟରର ସେବାରେ ନିଯୁକ୍ତ ହଥକ୍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କି ହେଲା ଓ କି ନିମନ୍ତେ ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାକୁ ଆଜ୍ଞା ଦେଲା। Gade chapit laଓଡିଆ ବାଇବେଲ5 ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କ’ଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ। Gade chapit laପବିତ୍ର ବାଇବଲ5 ଏଥିପାଇଁ ରାଜାଙ୍କ ଦ୍ୱାରା ଏଷ୍ଟରର ସେବାରେ ନିଯୁକ୍ତ ହଥକ୍ ନାମେ ରାଜ ନପୁଂସକକୁ ଏଷ୍ଟର ଡାକି କ’ଣ ହେଲା ଓ କିପରି ହେଲା ତାହା ଜାଣିବା ପାଇଁ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାକୁ ଆଜ୍ଞା ଦେଲା। Gade chapit la |