Biblia Todo Logo
Bib sou entènèt

- Piblisite -




ଏଷ୍ଟର 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ହଥକ୍‍ ରାଜଦ୍ୱାର ସମ୍ମୁଖସ୍ଥ ନଗରର ଛକବନ୍ଦି ସ୍ଥାନରେ ମର୍ଦ୍ଦଖୟ ନିକଟକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ହଥକ୍ ରାଜଦ୍ଵାର ସମ୍ମୁଖସ୍ଥ ନଗରର ଛକବନ୍ଦି ସ୍ଥାନରେ ମର୍ଦ୍ଦଖୟ ନିକଟକୁ ଗଲା।

Gade chapit la Kopi

ଓଡିଆ ବାଇବେଲ

6 ତହିଁରେ ହଥକ୍‍ ରାଜଦ୍ୱାର ସମ୍ମୁଖସ୍ଥ ନଗରର ଛକବନ୍ଦି ସ୍ଥାନରେ ମର୍ଦ୍ଦଖୟ ନିକଟକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

6 ତା'ପରେ ହଥକ୍ ରାଜଦ୍ୱାର ସମ୍ମୁଖସ୍ଥ ନଗରର ଛକ ସ୍ଥାନରେ ମର୍ଦ୍ଦଖୟ ନିକଟକୁ ଗଲା।

Gade chapit la Kopi




ଏଷ୍ଟର 4:6
5 Referans Kwoze  

ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।


ରାଜା ସେହି ଦ୍ୱିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ ପୁନର୍ବାର କହିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ।”


ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯିହୁଦୀୟମାନେ ଶୂଶନ୍‍ ରାଜଧାନୀରେ ପାଞ୍ଚ ଶତ ଲୋକ ଓ ହାମନ୍‍ର ଦଶ ପୁତ୍ରଙ୍କୁ ବଧ ଓ ବିନାଶ କରିଅଛନ୍ତି; ତେବେ ସେମାନେ ରାଜାଙ୍କ ଅବଶିଷ୍ଟ ପ୍ରଦେଶ ସକଳରେ କଅଣ କରି ନ ଥିବେ! ଏବେ ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ଆଉ ପ୍ରାର୍ଥନା କଅଣ? ତାହା ସିଦ୍ଧ ହେବ।”


ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍‍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କʼଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ।


ପୁଣି, ମର୍ଦ୍ଦଖୟ ଆପଣା ପ୍ରତି ଯାହା ଯାହା ଘଟିଥିଲା ଓ ଯିହୁଦୀୟମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍‍ ରାଜଭଣ୍ଡାରରେ ଠିକ୍ ଯେତେ ମୁଦ୍ରା ଦେବାକୁ ପ୍ରତିଜ୍ଞା କରିଥିଲେ, ତାହା ତାହାଙ୍କୁ କହିଲେ।


Swiv nou:

Piblisite


Piblisite