ଏଷ୍ଟର 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ମର୍ଦ୍ଦଖୟ ଆପଣା ପ୍ରତି ଯାହା ଯାହା ଘଟିଥିଲା ଓ ଯିହୁଦୀୟମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍ ରାଜଭଣ୍ଡାରରେ ଠିକ୍ ଯେତେ ମୁଦ୍ରା ଦେବାକୁ ପ୍ରତିଜ୍ଞା କରିଥିଲେ, ତାହା ତାହାଙ୍କୁ କହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି, ମର୍ଦ୍ଦଖୟ ଆପଣା ପ୍ରତି ଯାହା ଯାହା ଘଟିଥିଲା ଓ ଯିହୁଦୀୟମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍ ରାଜଭଣ୍ତାରରେ ଠିକ୍ ଯେତେ ମୁଦ୍ରା ଦେବାକୁ ପ୍ରତିଜ୍ଞା କରିଥିଲା, ତାହା ତାହାକୁ କହିଲା। Gade chapit laଓଡିଆ ବାଇବେଲ7 ପୁଣି, ମର୍ଦ୍ଦଖୟ ଆପଣା ପ୍ରତି ଯାହା ଯାହା ଘଟିଥିଲା ଓ ଯିହୁଦୀୟମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍ ରାଜଭଣ୍ଡାରରେ ଠିକ୍ ଯେତେ ମୁଦ୍ରା ଦେବାକୁ ପ୍ରତିଜ୍ଞା କରିଥିଲେ, ତାହା ତାହାଙ୍କୁ କହିଲେ। Gade chapit laପବିତ୍ର ବାଇବଲ7 ଏବଂ ମର୍ଦ୍ଦଖୟ ନିଜ ପ୍ରତି ଯାହା ଯାହା ଘଟିଥିଲା ଓ ଯିହୁଦୀୟମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍ ରାଜଭଣ୍ତାରରେ ଠିକ୍ ଯେତେ ମୁଦ୍ରା ଦେବାକୁ ପ୍ରତିଜ୍ଞା କରିଥିଲା, ସେସବୁ ତାକୁ କହିଲା। Gade chapit la |