Biblia Todo Logo
Bib sou entènèt

- Piblisite -




ଏଷ୍ଟର 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରକୁ କହିଲା, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।

Gade chapit la Kopi

ଓଡିଆ ବାଇବେଲ

6 ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।”

Gade chapit la Kopi

ପବିତ୍ର ବାଇବଲ

6 ଏଥିରେ ରାଜା ଭୋଜିରେ ଦ୍ରାକ୍ଷାରସ ପାନକରିବା ବେଳେ ଏଷ୍ଟରକୁ କହିଲା, “ତୁମ୍ଭର କ’ଣ ନିବେଦନ ଅଛି? ତାହା ତୁମ୍ଭକୁ ଦିଆଯିବ। ତୁମ୍ଭର ପ୍ରାର୍ଥନା କ’ଣ? ମୋ’ ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ଦିଆଯିବ।”

Gade chapit la Kopi




ଏଷ୍ଟର 5:6
6 Referans Kwoze  

ରାଜା ସେହି ଦ୍ୱିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ ପୁନର୍ବାର କହିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ।”


ପୁଣି, ରାଜା ତାହାଙ୍କୁ ପଚାରିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା ଓ କି ପ୍ରାର୍ଥନା? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ।”


ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯିହୁଦୀୟମାନେ ଶୂଶନ୍‍ ରାଜଧାନୀରେ ପାଞ୍ଚ ଶତ ଲୋକ ଓ ହାମନ୍‍ର ଦଶ ପୁତ୍ରଙ୍କୁ ବଧ ଓ ବିନାଶ କରିଅଛନ୍ତି; ତେବେ ସେମାନେ ରାଜାଙ୍କ ଅବଶିଷ୍ଟ ପ୍ରଦେଶ ସକଳରେ କଅଣ କରି ନ ଥିବେ! ଏବେ ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ଆଉ ପ୍ରାର୍ଥନା କଅଣ? ତାହା ସିଦ୍ଧ ହେବ।”


ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା।


ତହିଁରେ ଏଷ୍ଟର ଉତ୍ତର ଦେଲେ, “ମୋହର ନିବେଦନ ଓ ପ୍ରାର୍ଥନା ଏହି;


ଏଥିରେ ରାଜା ମୋତେ କହିଲେ, “ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ?” ତହୁଁ ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି।


Swiv nou:

Piblisite


Piblisite