Biblia Todo Logo
Bib sou entènèt

- Piblisite -




ଏଷ୍ଟର 5:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ଏଷ୍ଟର ଉତ୍ତର ଦେଲେ, “ମୋହର ନିବେଦନ ଓ ପ୍ରାର୍ଥନା ଏହି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ଏଷ୍ଟର ଉତ୍ତର ଦେଲା, ମୋହର ନିବେଦନ ଓ ପ୍ରାର୍ଥନା ଏହି;

Gade chapit la Kopi

ଓଡିଆ ବାଇବେଲ

7 ତହିଁରେ ଏଷ୍ଟର ଉତ୍ତର ଦେଲେ, “ମୋହର ନିବେଦନ ଓ ପ୍ରାର୍ଥନା ଏହି;

Gade chapit la Kopi

ପବିତ୍ର ବାଇବଲ

7 ତହିଁରେ ଏଷ୍ଟର କହିଲା, “ମୋର ନିବେଦନ ଓ ପ୍ରାର୍ଥନା ଏହି କି,

Gade chapit la Kopi




ଏଷ୍ଟର 5:7
2 Referans Kwoze  

ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।”


ମୁଁ ଯେବେ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍‍ ଆସନ୍ତୁ, ମୁଁ କାଲି ମହାରାଜାଙ୍କ ଆଜ୍ଞାନୁସାରେ କହିବି।”


Swiv nou:

Piblisite


Piblisite