ଏଷ୍ଟର 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିରେ ରାଜା ହାମନ୍କୁ କହିଲେ, “ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ଏଥିରେ ରାଜା ହାମନ୍କୁ କହିଲା, ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ଵ ଘେନି ରାଜଦ୍ଵାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ। Gade chapit laଓଡିଆ ବାଇବେଲ10 ଏଥିରେ ରାଜା ହାମନ୍କୁ କହିଲେ, “ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ। Gade chapit laପବିତ୍ର ବାଇବଲ10 ଏଥିରେ ରାଜା ହାମନ୍କୁ କହିଲା, “ତୁମ୍ଭେ ଏହା ଶୀଘ୍ର କର,” ଯେପରି କହିଲ। “ସେପରି ବସନ ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର, ସେଥିରୁ କିଛି ଊଣା କର ନାହିଁ, ଯାହା ତୁମ୍ଭେ କହିଲ।” Gade chapit la |