ଏଷ୍ଟର 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତେଣୁ ହାମନ୍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟଙ୍କୁ ବସ୍ତ୍ରାନ୍ୱିତ କଲେ ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲେ, ପୁଣି “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ;” ଏହି କଥା ତାହାର ଆଗେ ଆଗେ ଘୋଷଣା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତେଣୁ ହାମନ୍ ସେହି ବସ୍ତ୍ର ଓ ଅଶ୍ଵ ନେଇ ମର୍ଦ୍ଦଖୟକୁ ବସ୍ତ୍ରାନ୍ଵିତ କଲା ଓ ଅଶ୍ଵାରୋହଣ କରାଇ ନଗରର ଦାଣ୍ତରେ ବୁଲାଇଲା, ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ; ଏହି କଥା ତାହାର ଆଗେ ଆଗେ ଘୋଷଣା କଲା। Gade chapit laଓଡିଆ ବାଇବେଲ11 ତେଣୁ ହାମନ୍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟଙ୍କୁ ବସ୍ତ୍ରାନ୍ୱିତ କଲେ ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲେ, ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ; ଏହି କଥା ତାହାର ଆଗେ ଆଗେ ଘୋଷଣା କଲେ। Gade chapit laପବିତ୍ର ବାଇବଲ11 ତେଣୁ ହାମନ୍ ସେହି ବସନ ଓ ଅଶ୍ୱନେଇ ମର୍ଦ୍ଦଖୟକୁ ବସ୍ତ୍ରାନ୍ୱିତ କଲା ଓ ଅଶ୍ୱାରୋହଣ କରାଇ ନଗର ଦାଣ୍ଡରେ ବୁଲାଇଲା। “ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏହିପରି କରାଯାଏ।” ଏହିକଥା ତାହାର ଆଗେ ଆଗେ ଘୋଷଣା କଲା। Gade chapit la |