ଏଷ୍ଟର 6:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଣୁ ରାଜା ପଚାରିଲେ, “ଏଥିପାଇଁ ମର୍ଦ୍ଦଖୟଙ୍କୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି?” ରାଜାଙ୍କ ସେବାକାରୀ ଦାସମାନେ କହିଲେ, “ତାହାଙ୍କ ପାଇଁ କିଛି କରାଯାଇ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ଏଣୁ ରାଜା ପଚାରିଲେ, ଏଥିପାଇଁ ମର୍ଦ୍ଦଖୟକୁ କିପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି? ରାଜାର ସେବାକାରୀ ଦାସମାନେ କହିଲେ, ତାହା ପାଇଁ କିଛି କରାଯାଇ ନାହିଁ। Gade chapit laଓଡିଆ ବାଇବେଲ3 ଏଣୁ ରାଜା ପଚାରିଲେ, “ଏଥିପାଇଁ ମର୍ଦ୍ଦଖୟଙ୍କୁ କିପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି ?” ରାଜାଙ୍କ ସେବାକାରୀ ଦାସମାନେ କହିଲେ, “ତାହାଙ୍କ ପାଇଁ କିଛି କରାଯାଇ ନାହିଁ।” Gade chapit laପବିତ୍ର ବାଇବଲ3 ଏଣୁ ରାଜା ପଗ୍ଭରିଲେ, “ଏଥିପାଇଁ ମର୍ଦ୍ଦଖୟକୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆ ଯାଇଅଛି?” ରାଜାଙ୍କର ସେବାକାରୀ ଦାସମାନେ କହିଲେ, “ତାହା ପାଇଁ କିଛି କରାଯାଇ ନାହିଁ।” Gade chapit la |