ଏଷ୍ଟର 6:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ରାଜା ପଚାରିଲେ, “ପ୍ରାଙ୍ଗଣରେ କିଏ କିଛି?” ଏହି ସମୟରେ ହାମନ୍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟଙ୍କୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ତହୁଁ ରାଜା ପଚାରିଲା, ପ୍ରାଙ୍ଗଣରେ କିଏ କିଛି? ଏହି ସମୟରେ ହାମନ୍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟକୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲା। Gade chapit laଓଡିଆ ବାଇବେଲ4 ତହୁଁ ରାଜା ପଚାରିଲେ, “ପ୍ରାଙ୍ଗଣରେ କିଏ କିଛି ?” ଏହି ସମୟରେ ହାମନ୍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟଙ୍କୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲେ। Gade chapit laପବିତ୍ର ବାଇବଲ4 ତେଣୁ ରାଜା ପଗ୍ଭରିଲେ, “ପ୍ରାଙ୍ଗଣରେ କିଏ ଅଛି?” ଏହି ସମୟରେ ହାମନ୍ ନିଜର ପ୍ରସ୍ତୁତ ଫାଶି କାଠରେ ମର୍ଦ୍ଦଖୟକୁ ଫାଶି ଦେବା ପାଇଁ ରାଜାଙ୍କୁ କହିବା ନିମନ୍ତେ ରାଜଗୃହର ଦ୍ୱାର ପ୍ରାଙ୍ଗଣକୁ ଆସିଲା। Gade chapit la |
“ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”