ଏଷ୍ଟର 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରୀତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରୀତ ହୋଇଥାʼନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରୀତ ହୋଇଅଛୁ। ଯେବେ ଆମ୍ଭେମାନେ କେବଳ ଦାସ ଦାସୀ ହେବା ପାଇଁ ବିକ୍ରୀତ ହୋଇଥାʼନ୍ତୁ, ତେବେ ଶତ୍ରୁ ମହାରାଜଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି। Gade chapit laଓଡିଆ ବାଇବେଲ4 କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରିତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରିତ ହୋଇଥା’ନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।” Gade chapit laପବିତ୍ର ବାଇବଲ4 କାରଣ ମୁଁ ଓ ମୋହର ଲୋକମାନେ ସଂହାରିତ, ହତ ଓ ବିନଷ୍ଟ ହେବା ନିମନ୍ତେ ବୀକ୍ରି ହୋଇଅଛୁ। ଯଦି ଆମ୍ଭେ ମାତ୍ର କ୍ରୀତଦାସ ରୂପେ ବିକ୍ରୀ ହୋଇଥାଆନ୍ତୁ ମୁଁ ନୀରବ ହୋଇ ରହିଥା’ନ୍ତି। ଯଦି ଏହା ରାଜାଙ୍କୁ ବିବ୍ରତ କଲାପରି ଆମ୍ଭର ଅସୁବିଧା ହୋଇ ନ ଥା’ନ୍ତା।” Gade chapit la |
ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।”