Biblia Todo Logo
Bib sou entènèt

- Piblisite -




ଏଷ୍ଟର 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିରେ ରାଜା ହାମନ୍‍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲେ, ତାହା କାଢ଼ି ମର୍ଦ୍ଦଖୟଙ୍କୁ ଦେଲେ, ପୁଣି ଏଷ୍ଟର ହାମନ୍‍ର ଗୃହ ଉପରେ ମର୍ଦ୍ଦଖୟଙ୍କୁ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଥିରେ ରାଜା ହାମନ୍‍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲା, ତାହା କାଢ଼ି ମର୍ଦ୍ଦଖୟକୁ ଦେଲା, ପୁଣି ଏଷ୍ଟର ହାମନ୍ର ଗୃହ ଉପରେ ମର୍ଦ୍ଦଖୟକୁ ନିଯୁକ୍ତ କଲା।

Gade chapit la Kopi

ଓଡିଆ ବାଇବେଲ

2 ଏଥିରେ ରାଜା ହାମନ୍‍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲେ, ତାହା କାଢ଼ି ମର୍ଦ୍ଦଖୟଙ୍କୁ ଦେଲେ, ପୁଣି ଏଷ୍ଟର ହାମନ୍‍ର ଗୃହ ଉପରେ ମର୍ଦ୍ଦଖୟଙ୍କୁ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

2 ଏଥିରେ ରାଜା ହାମ‌ନ୍‌ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲା, ତାହା କାଢ଼ି ମର୍ଦ୍ଦଖୟକୁ ଦେଲା ଏବଂ ଏଷ୍ଟର ହାମ‌ନ୍‌ର ଗୃହ ଉପରେ ମର୍ଦ୍ଦଖୟକୁ ନିଯୁକ୍ତ କଲା।

Gade chapit la Kopi




ଏଷ୍ଟର 8:2
11 Referans Kwoze  

ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଦେଲେ।


ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍‍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।


ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।


କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,


ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।


ଏଷ୍ଟର ରାଜାଙ୍କ ନିକଟରେ ପୁନର୍ବାର ନିବେଦନ କଲେ, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍‍ର କୃତ ଅମଙ୍ଗଳ ଓ ତାହାର କଳ୍ପିତ କଳ୍ପନା ନିବାରଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲେ।


ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ନାହିଁ?


Swiv nou:

Piblisite


Piblisite