Biblia Todo Logo
Bib sou entènèt

- Piblisite -




ଏଷ୍ଟର 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ଡ ବିସ୍ତାର କରନ୍ତେ, ଏଷ୍ଟର ଉଠି ରାଜା ଛାମୁରେ ଠିଆ ହୋଇ କହିଲେ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ଯେବେ ମୁଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ତ ବିସ୍ତାର କରନ୍ତେ, ଏଷ୍ଟର ଉଠି ରାଜା ଛାମୁରେ ଠିଆ ହୋଇ କହିଲା, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ଯେବେ ମୁଁ ମହାରାଜଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି,

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ଡ ବିସ୍ତାର କରନ୍ତେ, ଏଷ୍ଟର ଉଠି ରାଜା ଛାମୁରେ ଠିଆ ହୋଇ କହିଲେ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ଯେବେ ମୁଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି,

Gade chapit la Kopi

ପବିତ୍ର ବାଇବଲ

4 ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ତ ବିସ୍ତାର କରନ୍ତେ ଏଷ୍ଟର ଉଠି ରାଜାଙ୍କ ଛାମୁରେ ଠିଆ ହେଲା।

Gade chapit la Kopi




ଏଷ୍ଟର 8:4
3 Referans Kwoze  

ଏଥିରେ ରାଜା ଏଷ୍ଟର ରାଣୀଙ୍କୁ ପ୍ରାଙ୍ଗଣରେ ଠିଆ ହେବାର ଦେଖିଲେ, ପୁଣି ଏଷ୍ଟର ରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବାରୁ ରାଜା ଏଷ୍ଟର ପ୍ରତି ଆପଣା ହସ୍ତସ୍ଥିତ ସୁବର୍ଣ୍ଣ ଦଣ୍ଡ ବଢ଼ାଇଲେ; ତେଣୁ ଏଷ୍ଟର ନିକଟକୁ ଆସି ରାଜଦଣ୍ଡର ଅଗ୍ରଭାଗ ଛୁଇଁଲେ।


“ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”


ଏଷ୍ଟର ରାଜାଙ୍କ ନିକଟରେ ପୁନର୍ବାର ନିବେଦନ କଲେ, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍‍ର କୃତ ଅମଙ୍ଗଳ ଓ ତାହାର କଳ୍ପିତ କଳ୍ପନା ନିବାରଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲେ।


Swiv nou:

Piblisite


Piblisite