Biblia Todo Logo
Bib sou entènèt

- Piblisite -




ଏଷ୍ଟର 9:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯେଉଁମାନେ ଶୂଶନ୍‍ ରାଜଧାନୀରେ ହତ ହେଲେ, ସେମାନଙ୍କର ସଂଖ୍ୟା ସେହି ଦିନରେ ରାଜା ଛାମୁକୁ ଆସନ୍ତେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯେଉଁମାନେ ଶୂଶନ୍ ରାଜଧାନୀରେ ହତ ହେଲେ, ସେମାନଙ୍କର ସଂଖ୍ୟା ସେହି ଦିନରେ ରାଜା ଛାମୁକୁ ଆସନ୍ତେ,

Gade chapit la Kopi

ଓଡିଆ ବାଇବେଲ

11 ଯେଉଁମାନେ ଶୂଶନ୍‍ ରାଜଧାନୀରେ ହତ ହେଲେ, ସେମାନଙ୍କର ସଂଖ୍ୟା ସେହି ଦିନରେ ରାଜା ଛାମୁକୁ ଆସନ୍ତେ,

Gade chapit la Kopi

ପବିତ୍ର ବାଇବଲ

11 ସେହି ଦିନ କେତେଜଣ ଲୋକଙ୍କୁ ରାଜଧାନୀ ଶୂଶ‌ନ୍‌ରେ ହତ୍ୟା କରାଯାଇଥିଲା, ଏହା ରାଜାଙ୍କୁ କୁହାଗଲା।

Gade chapit la Kopi




ଏଷ୍ଟର 9:11
4 Referans Kwoze  

ଯିହୁଦୀୟମାନଙ୍କର ଶତ୍ରୁ ହମ୍ମଦାଥାର ପୁତ୍ର ହାମନ୍‍ର ଏହି ଦଶ ପୁତ୍ରଙ୍କୁ ସେମାନେ ବଧ କଲେ, ମାତ୍ର ଲୁଟ କରିବାକୁ ସେମାନେ ହସ୍ତକ୍ଷେପ କଲେ ନାହିଁ।


ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯିହୁଦୀୟମାନେ ଶୂଶନ୍‍ ରାଜଧାନୀରେ ପାଞ୍ଚ ଶତ ଲୋକ ଓ ହାମନ୍‍ର ଦଶ ପୁତ୍ରଙ୍କୁ ବଧ ଓ ବିନାଶ କରିଅଛନ୍ତି; ତେବେ ସେମାନେ ରାଜାଙ୍କ ଅବଶିଷ୍ଟ ପ୍ରଦେଶ ସକଳରେ କଅଣ କରି ନ ଥିବେ! ଏବେ ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ଆଉ ପ୍ରାର୍ଥନା କଅଣ? ତାହା ସିଦ୍ଧ ହେବ।”


ମାତ୍ର ଶୂଶନ୍‍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ।


ପୁଣି, ମୁଁ ଦର୍ଶନକ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ୍‍ ପ୍ରଦେଶସ୍ଥ ଶୂଶନ୍‍ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି।


Swiv nou:

Piblisite


Piblisite