Biblia Todo Logo
Bib sou entènèt

- Piblisite -




ଏଷ୍ଟର 9:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିରେ “ସେପରି କରାଯିବାକୁ” ରାଜା ଆଜ୍ଞା ଦେଲେ ପୁଣି, ସେହି ଆଜ୍ଞା ଶୂଶନ୍‍ରେ ପ୍ରଚାରିତ ହେଲା; ତହିଁରେ ଲୋକମାନେ ହାମନ୍‍ର ଦଶ ପୁତ୍ରଙ୍କୁ ଫାଶୀକାଠରେ ଟଙ୍ଗାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଥିରେ ସେପରି କରାଯିବାକୁ ରାଜା ଆଜ୍ଞା ଦେଲା; ପୁଣି, ସେହି ଆଜ୍ଞା ଶୂଶନ୍ରେ ପ୍ରଚାରିତ ହେଲା; ତହିଁରେ ଲୋକମାନେ ହାମନ୍ର ଦଶ ପୁତ୍ରଙ୍କୁ ଫାଶୀକାଠରେ ଟଙ୍ଗାଇଲେ।

Gade chapit la Kopi

ଓଡିଆ ବାଇବେଲ

14 ଏଥିରେ ସେପରି କରାଯିବାକୁ ରାଜା ଆଜ୍ଞା ଦେଲେ ପୁଣି, ସେହି ଆଜ୍ଞା ଶୂଶନ୍‍ରେ ପ୍ରଚାରିତ ହେଲା; ତହିଁରେ ଲୋକମାନେ ହାମନ୍‍ର ଦଶ ପୁତ୍ରଙ୍କୁ ଫାଶୀକାଠରେ ଟଙ୍ଗାଇଲେ।

Gade chapit la Kopi

ପବିତ୍ର ବାଇବଲ

14 ତା'ପରେ ରାଜା କହିଲେ, “ସେହିପରି ହେଉ!” ଏବଂ ଶୂଶ‌ନ୍‌ରେ ଏହି ଆଦେଶ ଦିଆଗଲା। ଏବଂ ସେମାନେ ହାମ‌ନ୍‌ର ଦଶପୁତ୍ରଙ୍କୁ ଫାଶିକାଠରେ ଟଙ୍ଗାଇ ଦେଲେ।

Gade chapit la Kopi




ଏଷ୍ଟର 9:14
9 Referans Kwoze  

ତହୁଁ ଏଷ୍ଟର କହିଲେ, “ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ଆଜିର ଆଜ୍ଞା ପ୍ରମାଣେ କାଲି ହିଁ କରିବାର ଅନୁମତି ଶୂଶନ୍‍ସ୍ଥ ଯିହୁଦୀୟମାନଙ୍କ ପ୍ରତି ଦତ୍ତ ହେଉ, ଆଉ ହାମନ୍‍ର ଦଶ ପୁତ୍ର ଫାଶୀକାଠରେ ଟଙ୍ଗା ଯାଉନ୍ତୁ।”


ଆଉ, ଶୂଶନ୍‍ସ୍ଥ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନରେ ମଧ୍ୟ ଏକତ୍ରିତ ହୋଇ ଶୂଶନ୍‍ରେ ତିନି ଶତ ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।


ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”


ମୁଁ ଆଜ୍ଞା କରୁଅଛି ଯେ, ମୋʼ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ୱେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ।


ଏଥିଉତ୍ତାରେ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲେ, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍‍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନ୍‍ର ଗୃହରେ ସ୍ଥାପିତ ହୋଇଅଛି,” ରାଜା କହିଲେ, “ତହିଁ ଉପରେ ଏହାକୁ ଫାଶୀ ଦିଅ।”


ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।


ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ।


ଯଦି କୌଣସି ମନୁଷ୍ୟ ଶହେ ସନ୍ତାନ ଜାତ କରି ଅନେକ ବର୍ଷ ବଞ୍ଚି ଦୀର୍ଘଜୀବୀ ହୁଏ, ମାତ୍ର ତାହାର ପ୍ରାଣ ଯଦି ସୁଖରେ ତୃପ୍ତ ନ ହୁଏ, ଆହୁରି ଯଦି ତାହାକୁ କବର ଦିଆ ନ ଯାଏ, ତେବେ ମୁଁ କହେ, ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁବରଣ କରିଥିବା ଶିଶୁଟି ଉତ୍ତମ ଅଟେ;


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,


Swiv nou:

Piblisite


Piblisite