Biblia Todo Logo
Bib sou entènèt

- Piblisite -




ଏଷ୍ଟର 9:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର ଶୂଶନ୍‍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ଶୂଶନ୍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ।

Gade chapit la Kopi

ଓଡିଆ ବାଇବେଲ

18 ମାତ୍ର ଶୂଶନ୍‍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ।

Gade chapit la Kopi

ପବିତ୍ର ବାଇବଲ

18 ମାତ୍ର ଶୂଶ‌ନ୍‌ରେ ବାସ କରୁଥିବା ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ। ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ।

Gade chapit la Kopi




ଏଷ୍ଟର 9:18
7 Referans Kwoze  

ଆଉ, ଯେଉଁ ଦୁଇ ଦିନ ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇଲେ, ପୁଣି ଯେଉଁ ମାସରେ ସେମାନଙ୍କର ଦୁଃଖ ସୁଖରେ ଓ ଶୋକ ମଙ୍ଗଳ ଦିନରେ ପରିଣତ ହେଲା,


ଆଉ, ଶୂଶନ୍‍ସ୍ଥ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନରେ ମଧ୍ୟ ଏକତ୍ରିତ ହୋଇ ଶୂଶନ୍‍ରେ ତିନି ଶତ ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।


ତହୁଁ ଏଷ୍ଟର କହିଲେ, “ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ଆଜିର ଆଜ୍ଞା ପ୍ରମାଣେ କାଲି ହିଁ କରିବାର ଅନୁମତି ଶୂଶନ୍‍ସ୍ଥ ଯିହୁଦୀୟମାନଙ୍କ ପ୍ରତି ଦତ୍ତ ହେଉ, ଆଉ ହାମନ୍‍ର ଦଶ ପୁତ୍ର ଫାଶୀକାଠରେ ଟଙ୍ଗା ଯାଉନ୍ତୁ।”


ଏଥିମଧ୍ୟରେ ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ରାଜାଜ୍ଞା ଓ ନିୟମର କାର୍ଯ୍ୟକାରୀ ସମୟ ନିକଟ ହେଲା; ଅର୍ଥାତ୍‍, ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବାକୁ ଅପେକ୍ଷା କରିଥିଲେ, ସେହି ଦିନ ଏପରି ବିପରୀତ ଘଟଣା ହେଲା ଯେ, ଯିହୁଦୀୟମାନେ ଆପଣା ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।


ଯେଉଁମାନେ ଶୂଶନ୍‍ ରାଜଧାନୀରେ ହତ ହେଲେ, ସେମାନଙ୍କର ସଂଖ୍ୟା ସେହି ଦିନରେ ରାଜା ଛାମୁକୁ ଆସନ୍ତେ,


ତଦ୍ଦ୍ୱାରା ଅକ୍ଷଶ୍ୱେରଶ ରାଜାଙ୍କ ସବୁ ପ୍ରଦେଶରେ ଏକ ଦିନରେ, ଅର୍ଥାତ୍‍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ


ସେତେବେଳେ ଯିହୁଦୀୟମାନେ ଆପଣାମାନଙ୍କ ହିଂସାଚେଷ୍ଟାକାରୀଗଣ ଉପରେ ହସ୍ତକ୍ଷେପ କରିବାକୁ ଅକ୍ଷଶ୍ୱେରଶ ରାଜାଙ୍କ ଯାବତୀୟ ପ୍ରଦେଶରେ ଆପଣା ଆପଣା ନଗରରେ ଏକତ୍ରିତ ହେଲେ, ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇ ପାରିଲେ ନାହିଁ, କାରଣ ସମୁଦାୟ ଲୋକ ସେମାନଙ୍କ ସକାଶୁ ଭୀତ ହୋଇଥିଲେ।


Swiv nou:

Piblisite


Piblisite