ଏଷ୍ଟର 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏନିମନ୍ତେ ଗ୍ରାମସ୍ଥ, ଅର୍ଥାତ୍, ପ୍ରାଚୀରହୀନ ନଗର ନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ ଓ ଭୋଜନପାନ ଓ ମଙ୍ଗଳର, ପୁଣି ପରସ୍ପର ଅଂଶ ପଠାଇବାର ଦିନ କରି ମାନନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)19 ଏନିମନ୍ତେ ଗ୍ରାମସ୍ଥ, ଅର୍ଥାତ୍, ପ୍ରାଚୀରହୀନ ନଗରନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ ଓ ଭୋଜନପାନ ଓ ମଙ୍ଗଳର, ପୁଣି ପରସ୍ପର ଅଂଶ ପଠାଇବାର ଦିନ କରି ମାନନ୍ତି। Gade chapit laଓଡିଆ ବାଇବେଲ19 ଏନିମନ୍ତେ ଗ୍ରାମସ୍ଥ, ଅର୍ଥାତ୍, ପ୍ରାଚୀରହୀନ ନଗର ନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ ଓ ଭୋଜନପାନ ଓ ମଙ୍ଗଳର, ପୁଣି ପରସ୍ପର ଅଂଶ ପଠାଇବାର ଦିନ କରି ମାନନ୍ତି। Gade chapit laପବିତ୍ର ବାଇବଲ19 ଏଥିନିମନ୍ତେ ଗ୍ରାମର ଏବଂ ପ୍ରଦେଶ ଘେରି ରହିଥିବା ନଗର ନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ, ଭୋଜନପାନର ଦିବସ ଭାବେ ପାଳନ କରନ୍ତି, ଯେଉଁଥିରେ ସେମାନେ ଜଣେ ଅନ୍ୟଜଣକୁ ଉପହାର ପଠାନ୍ତି। Gade chapit la |
ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।