ଏଷ୍ଟର 9:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ସମୁଦାୟ ଯିହୁଦୀୟ-ଲୋକର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର, ଅର୍ଥାତ୍, ଗୁଲିବାଣ୍ଟ କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)24 କାରଣ ସମୁଦାୟ ଯିହୁଦୀୟ-ଲୋକର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର, ଅର୍ଥାତ୍, ଗୁଲିବାଣ୍ଟ କରିଥିଲା। Gade chapit laଓଡିଆ ବାଇବେଲ24 କାରଣ ସମୁଦାୟ ଯିହୁଦୀୟ-ଲୋକର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର, ଅର୍ଥାତ୍, ଗୁଲିବାଣ୍ଟ କରିଥିଲେ। Gade chapit laପବିତ୍ର ବାଇବଲ24 କାରଣ ସମୁଦାୟ ଯିହୁଦୀୟ ଲୋକର ଶତ୍ରୁ ଅଗାମୀୟ ହମ୍ମଦାଥାର ପୁତ୍ର ହାମନ୍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ “ପୂର” ଅର୍ଥାତ୍ “ଗୁଲିବାଣ୍ଟ” ଦ୍ୱାରା ସେମାନେ ନିଷ୍ପତ୍ତି କରିଥିଲେ। Gade chapit la |