ଏଷ୍ଟର 9:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)28 ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ। Gade chapit laଓଡିଆ ବାଇବେଲ28 ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ।” Gade chapit laପବିତ୍ର ବାଇବଲ28 ସମସ୍ତ ପୁରୁଷ ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ। ପୁଣି ଏହି ପୂରୀମ୍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶଧରମାନଙ୍କ ମଧ୍ୟରୁ ସେହି ଦୁଇ ଦିନ ସ୍ମରଣ ଲୁପ୍ତ ହେବ ନାହିଁ। Gade chapit la |