ଏଷ୍ଟର 9:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନ ବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)30 ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ, Gade chapit laଓଡିଆ ବାଇବେଲ30 ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନ ବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ, Gade chapit laପବିତ୍ର ବାଇବଲ30 ତେଣୁ ସେ ରାଜା ଅକ୍ଷଶ୍ୱେରଶଙ୍କର 127ଟି ରାଜ୍ୟର ସମସ୍ତ ଯିହୁଦୀମାନଙ୍କୁ ଶାନ୍ତିର ଓ ସତ୍ୟର ବାର୍ତ୍ତାସବୁ ପଠାଇଲେ। Gade chapit la |
ତେଣୁ ତୃତୀୟ ମାସର, ଅର୍ଥାତ୍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶହ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକୁ ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।