Biblia Todo Logo
Bib sou entènèt

- Piblisite -




ଏଷ୍ଟର 9:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏହିରୂପେ ଏଷ୍ଟରଙ୍କ ଆଜ୍ଞା ଦ୍ୱାରା ପୂରୀମ୍‍-ଦିନର ବିଧି ସ୍ଥିରୀକୃତ ହେଲା ଓ ତାହା ପୁସ୍ତକରେ ଲେଖାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଏହିରୂପେ ଏଷ୍ଟରର ଆଜ୍ଞା ଦ୍ଵାରା ପୂରୀମ୍-ଦିନର ବିଧି ସ୍ଥିରୀକୃତ ହେଲା ଓ ତାହା ପୁସ୍ତକରେ ଲେଖାଗଲା।

Gade chapit la Kopi

ଓଡିଆ ବାଇବେଲ

32 ଏହିରୂପେ ଏଷ୍ଟରଙ୍କ ଆଜ୍ଞା ଦ୍ୱାରା ପୂରୀମ୍‍-ଦିନର ବିଧି ସ୍ଥିରୀକୃତ ହେଲା ଓ ତାହା ପୁସ୍ତକରେ ଲେଖାଗଲା।

Gade chapit la Kopi

ପବିତ୍ର ବାଇବଲ

32 ଏହିପରି ଏଷ୍ଟରର ଆଜ୍ଞାଦ୍ୱାରା “ପୂରୀମ୍” ଦିନରେ ବିଧି ସ୍ଥିରିକୃତ ହେଲା ଓ ତାହା ପୁସ୍ତକରେ ଲେଖାଗଲା।

Gade chapit la Kopi




ଏଷ୍ଟର 9:32
2 Referans Kwoze  

ଏନିମନ୍ତେ ପୂର ନାମାନୁସାରେ ସେହି ଦୁଇ ଦିନର ନାମ ପୂରୀମ୍‍ ହେଲା। ପୁଣି, ସେହି ପତ୍ରର ସକଳ କଥା ସକାଶୁ ଓ ସେ ବିଷୟରେ ଯାହା ସେମାନେ ଦେଖିଥିଲେ ଓ ସେମାନଙ୍କ ପ୍ରତି ଯାହା ଘଟିଥିଲା, ତହିଁ ସକାଶୁ ଯିହୁଦୀୟମାନେ ଆପଣାମାନଙ୍କର ଓ ଆପଣା ଆପଣା ବଂଶର ଓ ଯିହୁଦୀ-ମତାବଲମ୍ବୀଗଣର କର୍ତ୍ତବ୍ୟ ବୋଲି ଏହା ସ୍ଥିର କଲେ ଯେ,


ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ।


Swiv nou:

Piblisite


Piblisite