Biblia Todo Logo
Bib sou entènèt

- Piblisite -




ଏଷ୍ଟର 9:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ପର୍ଶନ୍ଦାଥ ଓ ଦଲ୍‍ଫୋନ ଓ ଅସ୍‍ପାଥ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ପର୍ଶନ୍ଦାଥ ଓ ଦଲ୍ଫୋନ ଓ ଅସ୍ପାଥ

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ପର୍ଶନ୍ଦାଥ ଓ ଦଲ୍‍ଫୋନ ଓ ଅସ୍‍ପାଥ

Gade chapit la Kopi

ପବିତ୍ର ବାଇବଲ

7 ପୁଣି ପର୍ଶନ୍ଦାଥ ଓ ଦ‌‌‌‌ଲ୍‌‌‌‌‌‌‌ଫୋନ୍ ଓ ଅ‌ସ୍‌ପାଥଙ୍କୁ ଯିହୁଦୀୟମାନେ ହତ୍ୟା କଲେ।

Gade chapit la Kopi




ଏଷ୍ଟର 9:7
4 Referans Kwoze  

ଆଉ, ହାମନ୍‍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।


ଏହିରୂପେ ଯିହୁଦୀୟମାନେ ଶୂଶନ୍‍ ରାଜଧାନୀରେ ପାଞ୍ଚ ଶତ ଲୋକଙ୍କୁ ବଧ ଓ ବିନାଶ କଲେ।


ଓ ପୋରାଥ ଓ ଅଦଲୀୟ ଓ ଅରିଦାଥ


ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ।


Swiv nou:

Piblisite


Piblisite