Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଇସ୍ରାଏଲଙ୍କର ଯେଉଁ ପୁତ୍ରଗଣ ପ୍ରତ୍ୟେକେ ଆପଣା ଆପଣା ପରିଜନ ଘେନି ଯାକୁବଙ୍କ ସହିତ ମିସର ଦେଶକୁ ଆସିଲେ, ସେମାନଙ୍କ ନାମ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଇସ୍ରାଏଲଙ୍କର ଯେଉଁ ପୁତ୍ରଗଣ ପ୍ରତ୍ୟେକେ ଆପଣା ଆପଣା ପରିଜନ ଘେନି ଯାକୁବଙ୍କ ସହିତ ମିସର ଆସିଥିଲେ, ସେମାନଙ୍କ ନାମ;

Gade chapit la Kopi

ଓଡିଆ ବାଇବେଲ

1 ଇସ୍ରାଏଲଙ୍କର ଯେଉଁ ପୁତ୍ରଗଣ ପ୍ରତ୍ୟେକେ ଆପଣା ଆପଣା ପରିଜନ ଘେନି ଯାକୁବଙ୍କ ସହିତ ମିସର ଦେଶକୁ ଆସିଲେ, ସେମାନଙ୍କ ନାମ;

Gade chapit la Kopi

ପବିତ୍ର ବାଇବଲ

1 ଯାକୁବ ତାଙ୍କର ପୁତ୍ରମାନଙ୍କ ସହିତ ମିଶରକୁ ଯାତ୍ରା କଲେ। ପ୍ରତ୍ୟେକ ପୁତ୍ର ସେମାନଙ୍କର ପରିବାର ସହିତ ଗଲେ। ଇସ୍ରାଏଲଙ୍କର ପୁତ୍ରମାନେ ହେଲେ:

Gade chapit la Kopi




ଯାତ୍ରା ପୁସ୍ତକ 1:1
15 Referans Kwoze  

ତଥାପି ସେ ମଲା, ପୁଣି, ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମୀନ୍ ରଖିଲେ।


ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।


ରୁବେନ୍‍, ଶିମୀୟୋନ, ଲେବୀ ଓ ଯିହୁଦା;


ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ: ହମାତ୍‍ର ପ୍ରବେଶ ସ୍ଥାନକୁ ଯିବାର ହିତ୍‍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦମ୍ମେଶକର ସୀମା ନିକଟସ୍ଥ ହତ୍‍ସର-ଐନନ୍‍, ହମାତ୍‍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ୍, ଏକ ଅଂଶ।


ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।


ଅର୍ଥାତ୍‍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଦିତ କରିବ।


Swiv nou:

Piblisite


Piblisite