ଯାତ୍ରା ପୁସ୍ତକ 10:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟନ୍ତ ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟ; ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ। Gade chapit laଓଡିଆ ବାଇବେଲ14 ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟନ୍ତ ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ। Gade chapit laପବିତ୍ର ବାଇବଲ14 ପଙ୍ଗପାଳ ଦଳ ଉଡ଼ିଆସି ମିଶର ଦେଶରେ ଭୂମିସ୍ଥ ହେଲେ। ଏତେ ସଂଖ୍ୟାରେ ପଙ୍ଗପାଳଦଳ ଆସିଲେ ଯେ ପୂର୍ବରୁ ଏତେ ସଂଖ୍ୟକ ପଙ୍ଗପାଳ ଦଳ ମିଶରରେ କଦାପି ଦେଖାଯାଇ ନ ଥିଲେ। Gade chapit la |