Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

19 ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

19 ତେଣୁ ସଦାପ୍ରଭୁ ପବନର ଦିଗ ପରିବର୍ତ୍ତନ କଲେ। ପଶ୍ଚିମ ଦିଗରୁ ପ୍ରଚଣ୍ଡ ବେଗରେ ପବନ ବହିଲା। ଏହି ପବନ ମିଶରରୁ ସମସ୍ତ ପଙ୍ଗପାଳଦଳକୁ ଉଡ଼ାଇ ନେଇ ଲୋହିତ ସୂଫ ସାଗରରେ ପକାଇଲା। ଏପରିକି ଗୋଟିଏ ହେଲେ ପଙ୍ଗପାଳ ମିଶରରେ ରହିଲେ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 10:19
7 Referans Kwoze  

ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ିଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍‍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ିଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।


ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ।


ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି, ତାଙ୍କର ବଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି।


ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ।


ତହିଁରେ ସେ ଫାରୋଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ,


ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।


ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ; ମୁଁ ପଙ୍ଗପାଳ ନ୍ୟାୟ ଚାଳିତ ହେଉଅଛି।


Swiv nou:

Piblisite


Piblisite