Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଛାଡ଼ି ଦେଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

20 ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

20 କିନ୍ତୁ ସଦାପ୍ରଭୁ ପୁନରାୟ ଫାରୋଙ୍କ ହୃଦୟ କଠୋର କଲେ। ଯେଉଁଥିରେ ଫାରୋ ଇସ୍ରାଏଲର ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 10:20
13 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବ ନାହିଁ।”


ପୁଣି, ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।


ମାତ୍ର ହିଷ୍‍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।


ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି।


ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।


ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।


ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ସେମାନଙ୍କୁ ଯିବାକୁ ଦେବା ପାଇଁ ସମ୍ମତ ହେଲେ ନାହିଁ।


ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,


Swiv nou:

Piblisite


Piblisite