ଯାତ୍ରା ପୁସ୍ତକ 10:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହୁଁ ଫାରୋ ମୋଶାଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରିବାକୁ ଯାଅ; କେବଳ ତୁମ୍ଭମାନଙ୍କର ଗୋମେଷାଦି ପଲ ଥାଉନ୍ତୁ; ତୁମ୍ଭମାନଙ୍କ ବାଳକମାନେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ଯାଉନ୍ତୁ।” Gade chapit laପବିତ୍ର ବାଇବଲ (Re-edited) - (BSI)24 ତହୁଁ ଫାରୋ ମୋଶାଙ୍କୁ ଡକାଇ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରିବାକୁ ଯାଅ; କେବଳ ତୁମ୍ଭମାନଙ୍କର ଗୋମେଷାଦି ପଲ ଥାଉନ୍ତୁ; ତୁମ୍ଭମାନଙ୍କ ବାଳକମାନେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ଯାଉନ୍ତୁ। Gade chapit laଓଡିଆ ବାଇବେଲ24 ତହୁଁ ଫାରୋ ମୋଶାଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରିବାକୁ ଯାଅ; କେବଳ ତୁମ୍ଭମାନଙ୍କର ଗୋମେଷାଦି ପଲ ଥାଉନ୍ତୁ; ତୁମ୍ଭମାନଙ୍କ ବାଳକମାନେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ଯାଉନ୍ତୁ।” Gade chapit laପବିତ୍ର ବାଇବଲ24 ପୁନରାୟ ଫାରୋ ମୋଶାଙ୍କୁ ଡାକିଲେ ଏବଂ କହିଲେ, “ଯାଅ ସଦାପ୍ରଭୁଙ୍କର ଉପାସନା କର! ତୁମ୍ଭେ ତୁମ୍ଭର ପୁତ୍ରକନ୍ୟାମାନଙ୍କୁ ସାଙ୍ଗରେ ନେଇଯାଅ। କିନ୍ତୁ ତୁମ୍ଭର ମେଷଗୁଡ଼ିକୁ ଓ ଗୋରୁଗାଈଗୁଡ଼ିକ ନିଅ ନାହିଁ।” Gade chapit la |