Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏଣୁ ଫାରୋ ତାଙ୍କୁ କହିଲେ, “ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଏଣୁ ଫାରୋ ତାଙ୍କୁ କହିଲେ, ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।

Gade chapit la Kopi

ଓଡିଆ ବାଇବେଲ

28 ଏଣୁ ଫାରୋ ତାଙ୍କୁ କହିଲେ, “ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।”

Gade chapit la Kopi

ପବିତ୍ର ବାଇବଲ

28 ଏହା ପରେ ଫାରୋ ମୋଶାଙ୍କୁ କହିଲେ, “ମୋ’ ନିକଟରୁ ଦୂର ହୁଅ। ମୁଁ ତୁମ୍ଭର ମୁଖ ଯେପରି ଆଉ ନ ଦେଖେ। ଯଦି ମୁଁ ତୁମ୍ଭକୁ ପୁଣି ଦେଖେ, ତୁମ୍ଭେ ମୃତ୍ୟୁବରଣ କରିବ।”

Gade chapit la Kopi




ଯାତ୍ରା ପୁସ୍ତକ 10:28
6 Referans Kwoze  

ମାତ୍ର ବେଥେଲ୍‍ରେ ପୁନର୍ବାର ଆଉ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”


ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, “ଆମ୍ଭେମାନେ କʼଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ? କ୍ଷାନ୍ତ ହୁଅ! କାହିଁକି ମାଡ଼ ଖାଇବ?” ଏଥିରେ ଭବିଷ୍ୟଦ୍‍ବକ୍ତା କ୍ଷାନ୍ତ ହୋଇ କହିଲା, “ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋʼ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।”


ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।


ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ।


ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହା ହିଁ ତୁମ୍ଭେମାନେ ଚାହଁ।” ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ।


ପୁଣି, ଅନ୍ୟର ନାମ ଇଲୀୟେଜର, କାରଣ ସେ କହିଥିଲେ, “ମୋʼ ପିତାଙ୍କ ପରମେଶ୍ୱର ମୋହର ଉପକାରୀ ହୋଇ ଫାରୋଙ୍କର ଖଡ୍ଗରୁ ମୋତେ ଉଦ୍ଧାର କଲେ।”


Swiv nou:

Piblisite


Piblisite