ଯାତ୍ରା ପୁସ୍ତକ 10:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ?” Gade chapit laପବିତ୍ର ବାଇବଲ (Re-edited) - (BSI)7 ଅନନ୍ତର ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ଵରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ସେବା କରିବା ପାଇଁ ଏମାନଙ୍କୁ ଛାଡ଼ି ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ? Gade chapit laଓଡିଆ ବାଇବେଲ7 ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ ?” ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ ? Gade chapit laପବିତ୍ର ବାଇବଲ7 ଏହା ପରେ ଫାରୋଙ୍କର କର୍ମଗ୍ଭରୀମାନେ ତାଙ୍କୁ କହିଲେ, “କେତେଦିନ ଯାଏ ଏ ମନୁଷ୍ୟ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ। ସେମାନଙ୍କୁ ଯିବାକୁ ଦିଅ ଏବଂ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ଉପାସନା କରିବାକୁ ଦିଅ। ତୁମ୍ଭେ ଅନୁଭବ କରୁ ନାହଁ କି ମିଶର ଧ୍ୱଂସ ହେଉଅଛି ବୋଲି?” Gade chapit la |
ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ି ଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।