ଯାତ୍ରା ପୁସ୍ତକ 10:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି, ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)9 ତହିଁରେ ମୋଶା କହିଲେ, ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ। Gade chapit laଓଡିଆ ବାଇବେଲ9 ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି, ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ।” Gade chapit laପବିତ୍ର ବାଇବଲ9 ମୋଶା ଉତ୍ତର ଦେଲେ, “ଆମ୍ଭର ସମସ୍ତ ଲୋକ ଏପରିକି ଆବାଳବୃଦ୍ଧବନିତା ଏବଂ ଆମ୍ଭମାନଙ୍କର ମେଣ୍ଢା ଓ ଗୋରୁ-ଗାଈମାନେ ମଧ୍ୟ ଯିବେ। ଆମ୍ଭେମାନେ ସମସ୍ତେ ଯିବୁ କାରଣ ସଦାପ୍ରଭୁଙ୍କର ଉଦ୍ଦେଶ୍ୟରେ ଉତ୍ସବ ହେବ।” Gade chapit la |
ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”