ଯାତ୍ରା ପୁସ୍ତକ 11:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ। Gade chapit laଓଡିଆ ବାଇବେଲ5 ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ। Gade chapit laପବିତ୍ର ବାଇବଲ5 ଏବଂ ମିଶରର ସମସ୍ତ ପ୍ରଥମଜାତ ସନ୍ତାନ ମରିବେ ଏପରିକି ଫାରୋଙ୍କର ପ୍ରଥମଜାତ ପୁତ୍ର, ଚକିପେଷଣକାରୀ ଦାସମାନଙ୍କର ପ୍ରଥମଜାତ ପୁତ୍ର ଓ ସମସ୍ତ ପଶୁମାନଙ୍କର ପ୍ରଥମଜାତମାନେ ମଧ୍ୟ ମରିବେ। Gade chapit la |