ଯାତ୍ରା ପୁସ୍ତକ 12:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯେବେ ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍ କରିବ। Gade chapit laଓଡିଆ ବାଇବେଲ10 ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍ କରିବ। Gade chapit laପବିତ୍ର ବାଇବଲ10 ତୁମ୍ଭେ ନିଶ୍ଚିତ ତା'ର ମାଂସକୁ ସେହି ଦିନ ରାତ୍ରିରେ ଖାଇ ଶେଷ କରିବ। ଯଦି କିଛି ମାଂସ ପ୍ରଭାତ ପର୍ଯ୍ୟନ୍ତ ବଳିଯାଏ, ତେବେ ତାହାକୁ ନ ଖାଇ ଅଗ୍ନିରେ ଦଗ୍ଧ କରିବ। Gade chapit la |