ଯାତ୍ରା ପୁସ୍ତକ 12:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟ ଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି ମିସ୍ରୀୟ ସମସ୍ତ ଦେବତାର ବିଚାର କରି ଦଣ୍ତ ଦେବା; ଆମ୍ଭେ ସଦାପ୍ରଭୁ। Gade chapit laଓଡିଆ ବାଇବେଲ12 ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟ ଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସ୍ରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ। Gade chapit laପବିତ୍ର ବାଇବଲ12 “ଆଜି ରାତ୍ରିରେ ମୁଁ ମିଶର ଦେଶ ମଧ୍ୟଦେଇ ଯିବି ଓ ସେମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ୟା କରିବି। ଏହି ପ୍ରକାରରେ ମିଶରର ସମସ୍ତ ଦେବତାମାନଙ୍କର ବିଗ୍ଭର କରିବି। ମୁଁ ତାଙ୍କୁ ଦେଖାଇବି ଯେ, ମୁଁ ହେଉଛି ସଦାପ୍ରଭୁ। Gade chapit la |