ଯାତ୍ରା ପୁସ୍ତକ 12:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ। Gade chapit laଓଡିଆ ବାଇବେଲ14 ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ। Gade chapit laପବିତ୍ର ବାଇବଲ14 “ତେଣୁ ତୁମ୍ଭେମାନେ ଭଲଭାବେ ମନେରଖ ଯେ, ଆଜି ରାତ୍ରଟି ତୁମ୍ଭମାନଙ୍କ ପାଇଁ ସ୍ମରଣୀୟ ଦିନ ହେବ। ତୁମ୍ଭେମାନେ ଏହି ଦିନକୁ ସଦାପ୍ରଭୁଙ୍କର ପର୍ବରୂପେ ପାଳନ କରିବ। ତୁମ୍ଭର ଭବିଷ୍ୟଦ୍ ବଂଶଧରମାନେ ଏହି ପର୍ବ ପ୍ରତି ବର୍ଷ ପାଳନ କରିବେ। Gade chapit la |
ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।