ଯାତ୍ରା ପୁସ୍ତକ 12:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)28 ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ। Gade chapit laଓଡିଆ ବାଇବେଲ28 ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ। Gade chapit laପବିତ୍ର ବାଇବଲ28 ଏହି ଆଜ୍ଞା ସଦାପ୍ରଭୁ, ମୋଶା ଏବଂ ହାରୋଣଙ୍କୁ ଦେଇଥିଲେ। ତେଣୁ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ କର୍ମମାନ କଲେ। Gade chapit la |