ଯାତ୍ରା ପୁସ୍ତକ 12:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ତଳୀକି ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ। Gade chapit laଓଡିଆ ବାଇବେଲ3 ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ। Gade chapit laପବିତ୍ର ବାଇବଲ3 ଏହି ଆଜ୍ଞା ସମଗ୍ର ଇସ୍ରାଏଲୀୟମାନଙ୍କ ପାଇଁ ଥିଲା। ଏହି ମାସର ଦଶମ ଦିନରେ ପ୍ରତ୍ୟେକ ଲୋକ ଗୋଟିଏ ମେଷ ଶାବକ ଆପଣା ପରିବାରମାନଙ୍କ ପାଇଁ ନେବ। Gade chapit la |
ଏନିମନ୍ତେ ତୁମ୍ଭେମାନେ ପ୍ରାତଃକାଳରେ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଯିବ; ତହିଁରେ ସଦାପ୍ରଭୁ ଯେଉଁ ବଂଶ ନିର୍ଣ୍ଣୟ କରିବେ, ସେହି ବଂଶର ଏକ ଏକ ଗୋଷ୍ଠୀ ନିକଟକୁ ଆସିବେ ଓ ସଦାପ୍ରଭୁ ଯେଉଁ ଗୋଷ୍ଠୀ ନିର୍ଣ୍ଣୟ କରିବେ, ସେହି ଗୋଷ୍ଠୀର ଏକ ଏକ ପରିବାର ନିକଟକୁ ଆସିବେ; ପୁଣି ସଦାପ୍ରଭୁ ଯେଉଁ ପରିବାର ନିର୍ଣ୍ଣୟ କରିବେ, ସେହି ପରିବାରର ଏକ ଏକ ପୁରୁଷ ନିକଟକୁ ଆସିବେ।