Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତହିଁରେ ଫାରୋ ଓ ତାଙ୍କର ଦାସଗଣ ଓ ମିସରୀୟ ଲୋକ ସମସ୍ତେ ରାତ୍ରିରେ ଉଠିଲେ; ପୁଣି, ମିସର ଦେଶରେ ମହାରୋଦନ ହେଲା; କାରଣ ଏପରି ଗୃହ ନ ଥିଲା ଯେଉଁ ଗୃହରେ କେହି ମରି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ତହିଁରେ ଫାରୋ ଓ ତାଙ୍କର ଦାସଗଣ ଓ ମିସ୍ରୀୟ ଲୋକ ସମସ୍ତେ ରାତ୍ରିରେ ଉଠିଲେ; ପୁଣି ମିସର ଦେଶରେ ମହା ରୋଦନ ହେଲା; କାରଣ ଯେଉଁ ଗୃହରେ କେହି ମରି ନାହିଁ, ଏପରି ଗୃହ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

30 ତହିଁରେ ଫାରୋ ଓ ତାଙ୍କର ଦାସଗଣ ଓ ମିସ୍ରୀୟ ଲୋକ ସମସ୍ତେ ରାତ୍ରିରେ ଉଠିଲେ; ପୁଣି, ମିସର ଦେଶରେ ମହା ରୋଦନ ହେଲା; କାରଣ ଏପରି ଗୃହ ନ ଥିଲା ଯେଉଁ ଗୃହରେ କେହି ମରି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

30 ସେହି ରାତ୍ରରେ ମିଶରର ପ୍ରତ୍ୟେକ ଗୃହରୁ ଜଣେ ଜଣେ ମରିଥିଲେ। ଫାରୋ ତାଙ୍କର କର୍ମଗ୍ଭରୀ ଓ ସେ ଦେଶର ସମସ୍ତ ଲୋକ କ୍ରନ୍ଦନ କରିବାକୁ ଲାଗିଲେ।

Gade chapit la Kopi




ଯାତ୍ରା ପୁସ୍ତକ 12:30
9 Referans Kwoze  

ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ।


ପୁଣି, ଦ୍ରାକ୍ଷାକ୍ଷେତ୍ର ସକଳରେ ହାହାକାର ଶବ୍ଦ ହେବ;” “କାରଣ ଆମ୍ଭେ ତୁମ୍ଭର ମଧ୍ୟଦେଇ ଗମନ କରିବା।” ଏହା ସଦାପ୍ରଭୁ କହନ୍ତି।


କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।


କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାର’, ଏପରି କୋଳାହଳ ହେଲା।


ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।


ପୁଣି, ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା।


ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ;


ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା।


ତେବେ ଫାରୋ ସେମାନଙ୍କୁ କହିଲେ, “ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଯିବାକୁ ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି।


Swiv nou:

Piblisite


Piblisite