Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି, ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସରୀୟମାନଙ୍କୁ ରୌପ୍ୟ-ଅଳଙ୍କାର, ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ପୁଣି ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସ୍ରୀୟମାନଙ୍କୁ ରୌପ୍ୟ-ଅଳଙ୍କାର ଓ ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ।

Gade chapit la Kopi

ଓଡିଆ ବାଇବେଲ

35 ପୁଣି, ଇସ୍ରାଏଲ ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସ୍ରୀୟମାନଙ୍କୁ ରୌପ୍ୟ-ଅଳଙ୍କାର, ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ।

Gade chapit la Kopi

ପବିତ୍ର ବାଇବଲ

35 ଏହା ପରେ ଇସ୍ରାଏଲୀୟ ଲୋକମାନେ ମୋଶାଙ୍କର ଆଜ୍ଞାନୁସାରେ ଗଲେ। ସେମାନେ ତାଙ୍କର ମିଶରୀୟ ପଡ଼ୋଶୀମାନଙ୍କ ନିକଟକୁ ଗଲେ ଓ ସେମାନଙ୍କୁ ରୂପା ଅଳଙ୍କାର, ସ୍ୱର୍ଣ୍ଣ ଅଳଙ୍କାର ଏବଂ ଲୁଗା ମାଗିଲେ।

Gade chapit la Kopi




ଯାତ୍ରା ପୁସ୍ତକ 12:35
8 Referans Kwoze  

ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା।


ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ।


ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା।


ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।


ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ୱର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।


ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;


Swiv nou:

Piblisite


Piblisite