ଯାତ୍ରା ପୁସ୍ତକ 12:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ତହିଁରେ ସଦାପ୍ରଭୁ ମିସରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବାରୁ ସେମାନେ ସେମାନଙ୍କୁ ଯାହା ମାଗିଲେ, ସେମାନେ ତାହା ଦେଲେ। ଏହି ପ୍ରକାରେ, ସେମାନେ ମିସରୀୟମାନଙ୍କ ଧନ ହରଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)36 ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବାରୁ ସେମାନେ ସେମାନଙ୍କୁ ଯାହା ମାଗିଲେ, ସେମାନେ ତାହା ଦେଲେ। ଏହି ପ୍ରକାରେ ସେମାନେ ମିସ୍ରୀୟମାନଙ୍କ ଧନ ହରଣ କଲେ। Gade chapit laଓଡିଆ ବାଇବେଲ36 ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବାରୁ ସେମାନେ ସେମାନଙ୍କୁ ଯାହା ମାଗିଲେ, ସେମାନେ ତାହା ଦେଲେ। ଏହି ପ୍ରକାରେ, ସେମାନେ ମିସ୍ରୀୟମାନଙ୍କ ଧନ ହରଣ କଲେ। Gade chapit laପବିତ୍ର ବାଇବଲ36 ସଦାପ୍ରଭୁ ମିଶରବାସୀମାନଙ୍କ ହୃଦୟରେ ଇସ୍ରାଏଲୀୟମାନଙ୍କ ପାଇଁ ଦୟା ସୃଷ୍ଟି କଲେ। ତେଣୁ ଇସ୍ରାଏଲୀୟମାନେ ଯାହା ମାଗିଲେ ମିଶରବାସୀମାନେ ସବୁ ଦେଲେ। ଏହି ପ୍ରକାରେ ଇସ୍ରାଏଲୀୟମାନେ ମିଶରୀୟମାନଙ୍କୁ ଲୁଣ୍ଠନ କଲେ। Gade chapit la |