ଯାତ୍ରା ପୁସ୍ତକ 12:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପୁଣି, ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ଗୋମେଷାଦି ଅନେକ ଅନେକ ପଶୁ ସେମାନଙ୍କ ସହିତ ପ୍ରସ୍ଥାନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)38 ପୁଣି ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ମେଷଗବାଦି ଅନେକ ଅନେକ ପଶୁ ସେମାନଙ୍କ ସହିତ ପ୍ରସ୍ଥାନ କଲେ। Gade chapit laଓଡିଆ ବାଇବେଲ38 ପୁଣି, ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ଗୋମେଷାଦି ଅନେକ ଅନେକ ପଶୁ ସେମାନଙ୍କ ସହିତ ପ୍ରସ୍ଥାନ କଲେ। Gade chapit laପବିତ୍ର ବାଇବଲ38 ସେମାନେ ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ମେଷ, ଛେଳି ଓ ଗୋରୁଗାଈ ସହିତ ଅନେକ ପଶୁ ସେମାନଙ୍କ ସହିତ ଥିଲେ। Gade chapit la |