Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯେବେ କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ-ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ।

Gade chapit la Kopi

ଓଡିଆ ବାଇବେଲ

4 ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ-ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ।

Gade chapit la Kopi

ପବିତ୍ର ବାଇବଲ

4 ଯଦି, ତୁମ୍ଭ ପରିବାରରେ ଯଥେଷ୍ଟ ଲୋକ ନ ଥା’ନ୍ତି ତାକୁ ଖାଇବାକୁ, ତେବେ ସେ ତା'ର ପଡ଼ୋଶୀଙ୍କୁ ନିମନ୍ତ୍ରଣ କରି ଆଣିବ। ସମସ୍ତଙ୍କ ପାଇଁ ଯେପରି ଉପଯୁକ୍ତ ପରିମାଣରେ ଖାଦ୍ୟ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 12:4
4 Referans Kwoze  

ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ।


ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;


ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କʼଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କʼଣ ତହିଁର ଆସ୍ୱାଦ ପାଇ ପାରେ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ୱାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ?


ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।


Swiv nou:

Piblisite


Piblisite