Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ମିସର ଦେଶରୁ ସେମାନେ ବାହାର ହେବା ସକାଶୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅତ୍ୟନ୍ତ ପାଳନୀୟ ରାତ୍ରି; ତାହା ସଦାପ୍ରଭୁଙ୍କ ରାତ୍ରି ବୋଲି ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ବିଶେଷ ପାଳନୀୟ ଅଟଇ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ମିସର ଦେଶରୁ ସେମାନେ ବାହାର ହେବା ହେତୁରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅତ୍ୟ; ପାଳନୀୟ ରାତ୍ରି; ତାହା ସଦାପ୍ରଭୁଙ୍କ ରାତ୍ରି ବୋଲି ଇସ୍ରାଏଲ-ସନ୍ତାନମାନଙ୍କର ପୁରୁଷାନୁକ୍ରମେ ବିଶେଷ ପାଳନୀୟ ଅଟଇ।

Gade chapit la Kopi

ଓଡିଆ ବାଇବେଲ

42 ମିସର ଦେଶରୁ ସେମାନେ ବାହାର ହେବା ସକାଶୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅତ୍ୟନ୍ତ ପାଳନୀୟ ରାତ୍ରି; ତାହା ସଦାପ୍ରଭୁଙ୍କ ରାତ୍ରି ବୋଲି ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ବିଶେଷ ପାଳନୀୟ ଅଟଇ।

Gade chapit la Kopi

ପବିତ୍ର ବାଇବଲ

42 ତାହା ଏକ ବିଶେଷ ରାତ୍ରି ଥିଲା। କାରଣ ସଦାପ୍ରଭୁ ସେମାନଙ୍କ ପାଇଁ ଯାହା କରିଥିଲେ, ତାହା ସେମାନେ ସ୍ମରଣ କଲେ। ଇସ୍ରାଏଲୀୟମାନେ ପୁରୁଷାନୁକ୍ରମେ ସେହି ବିଶେଷ ରାତ୍ରିକୁ ସ୍ମରଣ କରି ପାଳନ କରିବେ।

Gade chapit la Kopi




ଯାତ୍ରା ପୁସ୍ତକ 12:42
6 Referans Kwoze  

ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।


ଏହେତୁ ସମୟାନୁସାରେ ତୁମ୍ଭେ ପ୍ରତି ବର୍ଷ ଏହି ବିଧି ପାଳନ କରିବ।


ଏଥିଉତ୍ତାରେ ମୋଶା ଲୋକମାନଙ୍କୁ କହିଲେ, “ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ଦାସଗୃହ ସ୍ୱରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ୱାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୁଟି ଭୋଜନ କରାଯିବ ନାହିଁ।


ତୁମ୍ଭେ ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ, ପୁଣି, ଆବୀବ୍‍ ମାସର ଯେଉଁ ସମୟରେ ଯେରୂପ କରିବାକୁ ତୁମ୍ଭକୁ ଆଜ୍ଞା ଦେଇଅଛୁ, ସେହିରୂପେ ତୁମ୍ଭେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଖାଇବ; କାରଣ ସେହି ଆବୀବ୍‍ ମାସରେ ତୁମ୍ଭେ ମିସର ଦେଶରୁ ବାହାର ହୋଇ ଆସିଥିଲ।


ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


Swiv nou:

Piblisite


Piblisite