Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ; ତୁମ୍ଭେ ସେହି ମାଂସର କିଛିମାତ୍ର ଗୃହ ବାହାରକୁ ନେଇଯିବ ନାହିଁ; କିଅବା ତାହାର ଗୋଟିଏ ଅସ୍ଥି ହିଁ ଭାଙ୍ଗିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ; ତୁମ୍ଭେ ସେହି ମାଂସର କିଛି ମାତ୍ର ଗୃହ ବାହାରକୁ ନେଇ ଯିବ ନାହିଁ; କିଅବା ତାହାର ଗୋଟିଏ ଅସ୍ଥି ହିଁ ଭାଙ୍ଗିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

46 ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ; ତୁମ୍ଭେ ସେହି ମାଂସର କିଛି ମାତ୍ର ଗୃହ ବାହାରକୁ ନେଇ ଯିବ ନାହିଁ; କିଅବା ତାହାର ଗୋଟିଏ ଅସ୍ଥି ହିଁ ଭାଙ୍ଗିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

46 “ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ। ତୁମ୍ଭେ ସେହି ମାଂସର କିଛି ମାତ୍ର ଗୃହ ବାହାରକୁ ନେଇଯିବ ନାହିଁ। କିମ୍ବା ତା'ର ଗୋଟିଏ ହେଲେ ଅସ୍ଥି ଭାଙ୍ଗିବ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 12:46
7 Referans Kwoze  

କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ।


ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ।


ମାତ୍ର ସେମାନେ ଯୀଶୁଙ୍କ ନିକଟକୁ ଆସି ସେ ମରିଗଲେଣି ବୋଲି ଦେଖି ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ,


କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।


ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।


ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ।


Swiv nou:

Piblisite


Piblisite